ଯୋୟେଲ 2:11 - ଓଡିଆ ବାଇବେଲ11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରି ପାରେ ? Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମ; ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ।; ଆଉ କିଏ ତାହା ସହ୍ୟ କରି ପାରେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣି ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରିପାରେ? Viz kapitolaପବିତ୍ର ବାଇବଲ11 ସଦାପ୍ରଭୁ ଉଚ୍ଚ ସ୍ୱରରେ ତାଙ୍କର ସୈନ୍ୟବାହିନୀକୁ ଆହ୍ୱାନ କରନ୍ତି। ତାଙ୍କର ଶିବୀର ଅତି ବିରାଟ। ସେହି ସୈନ୍ୟଗଣ ତାଙ୍କର ଆଦେଶକୁ ପାଳନ କରନ୍ତି। ସେମାନେ ଅତି ଶକ୍ତିଶାଳୀ। ସଦାପ୍ରଭୁଙ୍କର ସେହି ଦିନଟି ଅତି ମହାନ ଓ ଭୟଙ୍କର। କେହି ତାକୁ ଅଟକାଇ ପାରିବେ ନାହିଁ। Viz kapitola |