ଯୋୟେଲ 2:13 - ଓଡିଆ ବାଇବେଲ13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷା; ହୁଅନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି। Viz kapitolaପବିତ୍ର ବାଇବଲ13 ନିଜର ବସ୍ତ୍ରକୁ ନ ଫୋପାଡ଼ି ହୃଦୟକୁ ଚିର।” ତୁମ୍ଭର ପ୍ରିୟ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସ। ସେ ଅତି ଦୟାଳୁ ଓ କରୁଣାମୟ। ସେ ହଠାତ୍ ରାଗନ୍ତି ନାହିଁ। ତାଙ୍କର ଅନନ୍ତ ପ୍ରେମ ଅଛି। ସେ ହୁଏତ ତାଙ୍କର ମନକୁ ବଦଳାଇ ପାରନ୍ତି। ଯେଉଁ କଠୋର ଦଣ୍ତ ଦେବାକୁ ଯୋଜନା କରିଥିଲେ ହୁଏତ ତାହା ଦେଇ ନ ପାରନ୍ତି। Viz kapitola |