Online Bible

- Reklamy -




ଯୋୟେଲ 2:17 - ଓଡିଆ ବାଇବେଲ

17 ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ସେମାନଙ୍କର ପରମେଶ୍ୱର କାହାନ୍ତି, ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ବରଣ୍ତା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ସେମାନଙ୍କର ପରମେଶ୍ଵର କାହାନ୍ତି, ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେହ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”

Viz kapitola kopírovat

ପବିତ୍ର ବାଇବଲ

17 ସଦାପ୍ରଭୁଙ୍କର ସେବକଗଣ, ଯାଜକମାନେ ମଣ୍ତପ ଓ ଯଜ୍ଞବେଦିରେ ନିଶ୍ଚିତ କାନ୍ଦିବେ ଓ ଆକୁଳରେ ସଦାପ୍ରଭୁଙ୍କୁ ନିବେଦନ କରିବେ, “ହେ ସଦାପ୍ରଭୁ, ଆପଣଙ୍କର ଲୋକମାନଙ୍କୁ ଦୟାକର, ଏବଂ ଆପଣଙ୍କର ଲୋକମାନଙ୍କୁ ଲଜ୍ଜିତ କରାଅ ନାହିଁ। ଅନ୍ୟମାନଙ୍କ ଦ୍ୱାରା ନିଜର ଲୋକଙ୍କୁ ପରିହାସ କରିବାକୁ ଦିଅ ନାହିଁ ଏବଂ ଅନ୍ୟ ଦେଶର ଲୋକମାନଙ୍କ ଦ୍ୱାରା ଆପଣାର ଲୋକଙ୍କୁ ଶାସନ କରିବାକୁ ଦିଅ ନାହିଁ ଏବଂ ସେମାନଙ୍କୁ କହିବାକୁ ସୁଯୋଗ ଦିଅ ନାହିଁ ଯେ, ‘ତୁମ୍ଭର ସଦାପ୍ରଭୁ କାହାନ୍ତି?’”

Viz kapitola kopírovat




ଯୋୟେଲ 2:17

Následuj nás:

Reklamy


Reklamy