Online Bible

- Reklamy -




ଯୋୟେଲ 2:9 - ଓଡିଆ ବାଇବେଲ

9 ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ସେମାନେ ନଗର ଉପରେ କୁଦନ୍ତି; ସେମାନେ ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।

Viz kapitola kopírovat

ପବିତ୍ର ବାଇବଲ

9 ସେମାନେ ନଗର ଆଡ଼କୁ ଦୌଡ଼ନ୍ତି। ସେମାନେ ଦ୍ରୁତଗତିରେ କାନ୍ଥଗୁଡ଼ିକ ଆରୋହଣ କରନ୍ତି। ଘରଗୁଡ଼ିକରେ ଆରୋହଣ କରନ୍ତି। ଗ୍ଭେର ପରି ଝରକାବାଟେ ପ୍ରବେଶ କରନ୍ତି।

Viz kapitola kopírovat




ଯୋୟେଲ 2:9

Následuj nás:

Reklamy


Reklamy