ଯୋୟେଲ 3:21 - ଓଡିଆ ବାଇବେଲ21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା।” କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତ ପରିଷ୍କାର କରି ନାହୁଁ, ତାହା ପରିଷ୍କାର କରିବା; କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା। କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି। Viz kapitolaପବିତ୍ର ବାଇବଲ21 କିନ୍ତୁ ଯେଉଁ ଲୋକମାନେ ଆମ୍ଭ ସନ୍ତାନଗଣଙ୍କୁ ହତ୍ୟା କରିଛନ୍ତି ଆମ୍ଭେ ପ୍ରକୃତରେ ସେମାନଙ୍କୁ ଶାସ୍ତି ଦେବା।” କାରଣ ସଦାପ୍ରଭୁ ପରମେଶ୍ୱର ସିୟୋନରେ ବାସ କରନ୍ତି। Viz kapitola |