ଯୂନସ 3:6 - ଓଡିଆ ବାଇବେଲ6 ଏଥିଉତ୍ତାରେ ଏହି ସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅନନ୍ତର ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ଭସ୍ମରେ ବସିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ। Viz kapitolaପବିତ୍ର ବାଇବଲ6 ନୀନିବୀର ରାଜା ଏ ବିଷୟରେ ଶୁଣିଲେ ଏବଂ ସେ ମଧ୍ୟ ମନ୍ଦକାର୍ଯ୍ୟ କରିଥିବା ଯୋଗୁଁ ଅନୁତାପ କଲେ। ରାଜା ସିଂହାସନ ଛାଡ଼ି ଦେଲେ। ସେ ତାଙ୍କର ଦୁଃଖ ପ୍ରକାଶ କରିବାକୁ ଯାଇ ରାଜକୀୟ ପୋଷାକ ପରିତ୍ୟାଗ କଲେ ଏବଂ ସାଧାରଣ ପୋଷାକ ପରିଧାନ କଲେ। ଅନୁତପ୍ତ ରାଜା ଧୂଳି ଉପରେ ବସି ପଡ଼ିଲେ। Viz kapitola |