ଯିହୋଶୂୟ 10:10 - ଓଡିଆ ବାଇବେଲ10 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବୀୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟୀ ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବିୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବୈଥୋରୋଣର ଘାଟୀ ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବୀୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ। Viz kapitolaପବିତ୍ର ବାଇବଲ10 ସଦାପ୍ରଭୁ ସୈନ୍ୟବାହିନୀକୁ ଦ୍ୱନ୍ଦରେ ପକାଇଲେ, ଯେତେବେଳେ ଇସ୍ରାଏଲୀୟମାନେ ସେମାନଙ୍କୁ ଆକ୍ରମଣ କଲେ। ତେଣୁ ଇସ୍ରାଏଲୀୟମାନେ ସେମାନଙ୍କ ଉପରେ ବିଜୟ ଲାଭ କଲେ। ଇସ୍ରାଏଲୀୟମାନେ ଗିବିୟୋନଠାରୁ ଆକ୍ରମଣ କରି ବୈଥୋରୋଣ ପର୍ଯ୍ୟନ୍ତ ଗୋଡ଼ାଇଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ରାସ୍ତାରେ ସେମାନଙ୍କୁ ପରାସ୍ତ କଲେ। Viz kapitola |