ଯିହୋଶୂୟ 10:37 - ଓଡିଆ ବାଇବେଲ37 ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ଼୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ। Viz kapitolaପବିତ୍ର ବାଇବଲ37 ସେମାନେ ହିବ୍ରୋଣ ଏବଂ ତା’ ପାଖରେ ଥିବା ଛୋଟ ସହରଗୁଡ଼ିକୁ ମଧ୍ୟ ନିଜ ଅଧୀନକୁ ଆଣିଲେ। ଇଗ୍ଲୋନ୍ରେ ଠିକ୍ ଯେପରି ସେମାନେ ଇଗ୍ଲୋନ୍କୁ ଧ୍ୱଂସ କରିଥିଲେ, ସେହିପରି ସେମାନେ ହିବ୍ରୋଣକୁ ଧ୍ୱଂସ କଲେ ଏବଂ ଏହାର ରାଜାଙ୍କୁ ଓ ସମସ୍ତ ଲୋକଙ୍କୁ ହତ୍ୟା କଲେ, କାହାରିକୁ ଛାଡ଼ିଲେ ନାହିଁ। ସେମାନଙ୍କ ମଧ୍ୟରୁ ସମସ୍ତଙ୍କୁ ହତ୍ୟା କଲେ ଓ ଧ୍ୱଂସ କଲେ। Viz kapitola |