ଯିହୋଶୂୟ 10:5 - ଓଡିଆ ବାଇବେଲ5 ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନ୍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବୀୟୋନ୍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶର ରାଜା ଓ ଇଗ୍ଲୋନର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବିୟୋନ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନ୍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠିଯାଇ ଗିବୀୟୋନ୍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ। Viz kapitolaପବିତ୍ର ବାଇବଲ5 ତେଣୁ ପାଞ୍ଚ ଜଣ ଇମୋରୀୟ ରାଜା ଯଥା: ଯିରୁଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନର ରାଜା ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ନିଜ ନିଜର ସମସ୍ତ ସୈନ୍ୟମାନଙ୍କ ସହିତ ଗିବିୟୋନକୁ ଅକ୍ତିଆର କରିବାକୁ ଏକତ୍ରିତ ହେଲେ। ସେମାନେ ନଗରକୁ ଘେରିଗଲେ ଓ ଆକ୍ରମଣ କଲେ। Viz kapitola |