ଯିହୋଶୂୟ 10:8 - ଓଡିଆ ବାଇବେଲ8 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।” Viz kapitolaପବିତ୍ର ବାଇବଲ8 ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ କର ନାହିଁ, କାରଣ ମୁଁ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ସେମାନଙ୍କ ମଧ୍ୟରୁ ଜଣେ ହେଲେ, ତୁମ୍ଭର ସମ୍ମୁଖୀନ ହୋଇ ପାରିବେ ନାହିଁ।” Viz kapitola |