ଯିହୋଶୂୟ 11:15 - ଓଡିଆ ବାଇବେଲ15 ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ; ଆଉ ଯିହୋଶୂୟ ତଦନୁସାରେ କର୍ମ କଲେ; ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ; ଆଉ ଯିହୋଶୂୟ ତଦନୁସାରେ କର୍ମ କଲେ; ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ; ଆଉ ଯିହୋଶୂୟ ତଦନୁସାରେ କର୍ମ କଲେ; ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ। Viz kapitolaପବିତ୍ର ବାଇବଲ15 ବହୁ ଦିନ ପୂର୍ବରୁ ସଦାପ୍ରଭୁ ନିଜର ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ। ଯିହୋଶୂୟ ମଧ୍ୟ ସେହିପରି କାର୍ଯ୍ୟ କରିଥିଲେ। ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାମାନ ଦେଇଥିଲେ, ସେ ସବୁ କଥାରୁ କୌଣସିଟିକୁ ଅନ୍ୟଥା କଲେ ନାହିଁ। Viz kapitola |