ଯିହୋଶୂୟ 11:19 - ଓଡିଆ ବାଇବେଲ19 ଗିବୀୟୋନ୍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଗିବିୟୋନ୍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ-ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଗିବୀୟୋନ୍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ-ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ। Viz kapitolaପବିତ୍ର ବାଇବଲ19 କେବଳ ଗୋଟିଏ ନଗର ଇସ୍ରାଏଲ ସହିତ ଶାନ୍ତି ଚୁକ୍ତି କଲେ। ତାହା ଥିଲା ଗିବିୟୋନ ନିବାସୀ ହିବ୍ବୀୟ। ଅନ୍ୟ ସମସ୍ତ ସହର ଯୁଦ୍ଧରେ ଧ୍ୱଂସପ୍ରାପ୍ତ ହେଲା। Viz kapitola |