ଯିହୋଶୂୟ 11:5 - ଓଡିଆ ବାଇବେଲ5 ପୁଣି ଏ ସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ଏ ସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଏସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ5 ସମସ୍ତ ରାଜାମାନେ ଏକ ଛୋଟ ନଦୀ ମେରୋମ୍ କୂଳରେ ଏକତ୍ରିତ ହେଲେ। ଏବଂ ଏହି ଛାଉଣିରେ ସମସ୍ତ ସୈନ୍ୟମାନଙ୍କ ସହିତ ଏକତ୍ରିତ ହେଲେ। ଏବଂ ଏହିଠାରେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ। Viz kapitola |