ଯିହୋଶୂୟ 11:6 - ଓଡିଆ ବାଇବେଲ6 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ଵଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।” Viz kapitolaପବିତ୍ର ବାଇବଲ6 ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେ ସମସ୍ତ ସୈନ୍ୟମାନଙ୍କୁ ଭୟ କର ନାହିଁ। ସେମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭର ସହାୟ ହେବି। ଆସନ୍ତା କାଲି ଏହି ସମୟରେ ତୁମ୍ଭେମାନେ ସେମାନଙ୍କୁ ହତ୍ୟା କରିବ। ତୁମ୍ଭେମାନେ ସେମାନଙ୍କର ଘୋଡ଼ାମାନଙ୍କୁ ଛୋଟା କରି ଦେବ ଓ ରଥଗୁଡ଼ିକୁ ପୋଡ଼ି ଦେବ।” Viz kapitola |