ଯିହୋଶୂୟ 12:6 - ଓଡିଆ ବାଇବେଲ6 ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧବଂଶକୁ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ। Viz kapitolaପବିତ୍ର ବାଇବଲ6 ସଦାପ୍ରଭୁଙ୍କର ଦାସ ମୋଶା ଏବଂ ଇସ୍ରାଏଲର ଲୋକମାନେ ସେ ରାଜାଗଣଙ୍କର ଦେଶକୁ ପରାସ୍ତ କରିଥିଲେ। ମୋଶା ସେମାନଙ୍କର ଦେଶଗୁଡ଼ିକ ଗାଦୀୟ, ରୁବେନୀୟ ପରିବାରବର୍ଗଙ୍କୁ ଏବଂ ମନଃଶିର ଅର୍ଦ୍ଧ ପରିବାରବର୍ଗକୁ ଦେଲେ। Viz kapitola |