ଯିହୋଶୂୟ 14:12 - ଓଡିଆ ବାଇବେଲ12 ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥା’ନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।” Viz kapitolaପବିତ୍ର ବାଇବଲ12 ତେଣୁ ମୋତେ ବର୍ତ୍ତମାନ ସେହି ପର୍ବତମୟ ଦେଶ ଦିଅ, ମୋତେ ଯାହାକି ସଦାପ୍ରଭୁ ବହୁ ଦିନ ପୂର୍ବରୁ ପ୍ରତିଜ୍ଞା କରିଥିଲେ। ସେହି ସମୟରେ ତୁମ୍ଭେ ସେହି ଲଢ଼ୁଆ ଅନାକୀୟମାନଙ୍କ ବିଷୟରେ ଶୁଣିଥିଲ, ଯେଉଁମାନେ କି ସେଠାରେ ବାସ କରୁଥିଲେ। ଏବଂ ସେମାନଙ୍କର ନଗର ଗୁଡ଼ିକ ବହୁତ ବଡ଼ ଥିଲା ଓ ସବୁ ଦିଗରୁ ସୁରକ୍ଷିତ ଥିଲା। କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ମୋତେ ମୋ’ ସହିତ ଥାଇ ପାରନ୍ତି। ଏବଂ ମୁଁ ବର୍ତ୍ତମାନ ସେହି ଭୂମିକୁ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ନେବି।” Viz kapitola |