ଯିହୋଶୂୟ 14:14 - ଓଡିଆ ବାଇବେଲ14 ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନୁଗତ ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅନୁଗତ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନୁଗତ ହୋଇଥିଲେ। Viz kapitolaପବିତ୍ର ବାଇବଲ14 ଏବଂ ସେହି ସହର ଆଜି ପର୍ଯ୍ୟନ୍ତ ସେହି ଯିଫୁନ୍ନିର ପୁତ୍ର କାଲେବ୍ର ବଂଶଧରମାନେ ଭୋଗ କରୁଛନ୍ତି। ସେମାନେ ହେଲେ କନିସୀୟ, ଯେଉଁମାନେ କି ହିବ୍ରୋଣକୁ ଅଧିକାର କରିଛନ୍ତି। ସେ ଭୂମି ଆଜି ପର୍ଯ୍ୟନ୍ତ ତାଙ୍କର ଅଧିକାରରେ ଅଛି କାରଣ ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ରୂପେ ଅନୁଗତ ଥିଲେ। Viz kapitola |