ଯିହୋଶୂୟ 14:5 - ଓଡିଆ ବାଇବେଲ5 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ। Viz kapitolaପବିତ୍ର ବାଇବଲ5 ସଦାପ୍ରଭୁ ମୋଶାଙ୍କୁ ନିର୍ଦ୍ଦେଶ ଦେଲେ, ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ କିପରି ଭାବରେ ଭୂମିବାଣ୍ଟ ହେବ। ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କର ନିର୍ଦ୍ଦେଶମତେ ଭୂମିଗୁଡ଼ିକ ସେମାନଙ୍କ ଭିତରେ ଭାଗ କରି ନେଲେ। Viz kapitola |