ଯିହୋଶୂୟ 14:9 - ଓଡିଆ ବାଇବେଲ9 ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କର ଅନୁଗତ ହୋଇଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କର ଅନୁଗତ ହୋଇଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ‘ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କର ଅନୁଗତ ହୋଇଅଛ।’ Viz kapitolaପବିତ୍ର ବାଇବଲ9 ତେଣୁ ସେହି ଦିନ, ମୋଶା ମୋ'ଠାରେ ପ୍ରତିଜ୍ଞା କଲେ, ‘ଯେଉଁ ଭୂମିରେ ତୁମ୍ଭେ ଗ୍ଭଲିଲ, ତାହା ତୁମ୍ଭର ହେବ। ତୁମ୍ଭର ବଂଶଧରମାନେ ଚିରଦିନ ପାଇଁ ସେ ଭୂମିର ମାଲିକାନା ପାଇବେ। ମୁଁ ତୁମ୍ଭକୁ ସେ ଭୂମି ଦେବି କାରଣ ତୁମ୍ଭେ ମୋର ସଦାପ୍ରଭୁ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ହୋଇ ରହିଲ।’ Viz kapitola |