ଯିହୋଶୂୟ 15:10 - ଓଡିଆ ବାଇବେଲ10 ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବୈଥ୍ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା। Viz kapitolaପବିତ୍ର ବାଇବଲ10 ଏହା ପରେ ସେହି ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ୍ ନାମରେ ପ୍ରସିଦ୍ଧ ଯିୟାରୀମ୍ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଥିଲା। ତହୁଁ ସେ ବୈଥ୍ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଥିଲା। Viz kapitola |