ଯିହୋଶୂୟ 16:1 - ଓଡିଆ ବାଇବେଲ1 ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋ- ଠାରୁ ପର୍ବତମୟ ଦେଶ ଦେଇ ବୈଥେଲକୁ ଊର୍ଦ୍ଧ୍ଵଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା। Viz kapitolaପବିତ୍ର ବାଇବଲ1 ଯୋଷେଫଙ୍କର ପରିବାରବର୍ଗ ଏହି ଦେଶ ପାଇଲେ, ଯାହାକି ଯର୍ଦ୍ଦନ ନଦୀ ନିକଟସ୍ଥ ଯିରୀହୋଠାରୁ ଆରମ୍ଭ କରି ଯିରୀହୋର ଜଳ ନିକଟବର୍ତ୍ତୀ ଯାଏ ବ୍ୟାପିଥିଲା। ଏହାର ସୀମା ଯିରୀହୋଠାରୁ ପର୍ବତମୟ ଦେଶ ବୈଥେଲ୍ ପର୍ଯ୍ୟନ୍ତ ବିସ୍ତୃତ ଥିଲା। Viz kapitola |