ଯିହୋଶୂୟ 16:6 - ଓଡିଆ ବାଇବେଲ6 ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍-ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବ ଦିଗରେ ଯାନୋହକୁ ଗଲା। Viz kapitolaପବିତ୍ର ବାଇବଲ6 ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରି ଗଲା। ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ ଶିଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ପୂର୍ବ ଦିଗରେ ଯାନୋହ ଯାଏ ଗଲା। Viz kapitola |