ଯିହୋଶୂୟ 17:13 - ଓଡିଆ ବାଇବେଲ13 ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପରାକ୍ରାନ୍ତ ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ି ଦେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପରାକ୍ରା; ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ନିଃଶେଷ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପରାକ୍ରାନ୍ତ ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ। Viz kapitolaପବିତ୍ର ବାଇବଲ13 କିନ୍ତୁ ଇସ୍ରାଏଲବାସୀଗଣ ଅଧିକ ଶକ୍ତିଶାଳୀ ହେବାକୁ ଲାଗିଲେ। ଏହା ପରେ ସେମାନେ କିଣାନୀୟମାନଙ୍କୁ ବେଠିକାମ କରିବାକୁ ବାଧ୍ୟ କଲେ। କିନ୍ତୁ ସେମାନେ କିଣାନୀୟମାନଙ୍କୁ ସେଠାରୁ ତଡ଼ିଦେବା ପାଇଁ ବାଧ୍ୟ କଲେ ନାହିଁ। Viz kapitola |