ଯିହୋଶୂୟ 17:2 - ଓଡିଆ ବାଇବେଲ2 ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରୀୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରାୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରୀୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ। Viz kapitolaପବିତ୍ର ବାଇବଲ2 ଏହି ଭୂମି ମଧ୍ୟ ମନଃଶିର ଅନ୍ୟ ବଂଶଧରମାନେ ପାଇଲେ। ସେ ବଂଶଧରମାନେ ଥିଲେ, ଅବୀୟେଷର ସନ୍ତାନଗଣ, ହେଲେକ ସନ୍ତାନଗଣ, ଅସ୍ରୀୟେଲ ସନ୍ତାନଗଣ, ଶେଖମ ସନ୍ତାନଗଣ, ହେଫର ସନ୍ତାନଗଣ ଓ ଶମୀଦା ସନ୍ତାନଗଣ ବାଣ୍ଟି ନେଲେ। ଏମାନେ ସେମାନଙ୍କର ନିଜ ନିଜ ବଂଶାନୁସାରେ ଯୋଷେଫଙ୍କର ପୁତ୍ର ମନଃଶିର ପୁତ୍ର ସନ୍ତାନମାନେ ଥିଲେ। Viz kapitola |