ଯିହୋଶୂୟ 18:4 - ଓଡିଆ ବାଇବେଲ4 ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ। Viz kapitolaପବିତ୍ର ବାଇବଲ4 ତେଣୁ ତୁମ୍ଭେମାନେ ପ୍ରତ୍ୟେକ ପରିବାରବର୍ଗରୁ ତିନି ଜଣ ଲେଖାଏଁ ବାଛ। ମୁଁ ସେମାନଙ୍କୁ ସମଗ୍ର ଦେଶ ଭ୍ରମଣ ପାଇଁ ପଠାଇବି, ସେମାନେ ସେମାନଙ୍କର ଉତ୍ତରାଧିକାରୀମାନଙ୍କ ଅନୁସାରେ ଲେଖି ଯେତେବେଳେ ଫେରିବେ ତାହା ଆମ୍ଭମାନଙ୍କୁ ଦେବେ। ଯେତେବେଳେ ସେମାନେ ମୋ’ ନିକଟକୁ ଫେରାଇ ଆଣିବେ। Viz kapitola |