ଯିହୋଶୂୟ 18:6 - ଓଡିଆ ବାଇବେଲ6 ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା। Viz kapitolaପବିତ୍ର ବାଇବଲ6 କିନ୍ତୁ ତୁମ୍ଭେ ନିଶ୍ଚିତ ସାତ ଭାଗ କରି ଏକ ନକ୍ସା ଅଙ୍କନ କରିବ। ତେବେ ତାହା ମୋତେ ଦେବ ଏବଂ ମୁଁ ସଦାପ୍ରଭୁ ପରମେଶ୍ୱରଙ୍କ ଉପସ୍ଥିତିରେ ଗୁଲିବାଣ୍ଟ ଦ୍ୱାରା ଭାଗ କରିବି। ସେ ନିଷ୍ପତ୍ତି କରିବେ କିଏ କେଉଁ ଭାଗ ପାଇବ। Viz kapitola |