ଯିହୋଶୂୟ 18:7 - ଓଡିଆ ବାଇବେଲ7 କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍ ଓ ରୁବେନ୍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ଵ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍ ଓ ରୁବେନ୍ ଓ ମନଃଶିର ଅର୍ଦ୍ଧବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ଵାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍ ଓ ରୁବେନ୍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି। Viz kapitolaପବିତ୍ର ବାଇବଲ7 ଏଥିରେ ଲେବୀୟମାନଙ୍କର କୌଣସି ଅଂଶ ରହିବ ନାହିଁ। ସେମାନଙ୍କର ଭାଗଟି ହେଉଛି ସଦାପ୍ରଭୁଙ୍କର ଯାଜକ ରୂପେ ସେବା କରିବା। ଏବଂ ଗାଦ୍, ରୁବେନ୍, ମନଃଶିର ଓ ଅର୍ଦ୍ଧବଂଶ ଯର୍ଦ୍ଦନ ପୂର୍ବ ପାରିରେ ନିଜ ନିଜ ଅଧିକାର ପାଇଅଛନ୍ତି। ଏହା ସଦାପ୍ରଭୁଙ୍କ ସେବକ ମୋଶା ଯିଏ ସେମାନଙ୍କୁ ଏ ଭୂମି ଦେଲେ।” Viz kapitola |