ଯିହୋଶୂୟ 18:8 - ଓଡିଆ ବାଇବେଲ8 ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।” Viz kapitolaପବିତ୍ର ବାଇବଲ8 ତେଣୁ ଲୋକମାନେ ଯେଉଁମାନେ ବଛା ଯାଇଥିଲେ, ସେମାନେ ଯାଇ ଦେଶ ଅନୁଧ୍ୟାନ କରି ସେ ବିଷୟରେ ଲେଖିଲେ। ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ଦେଶ ଭ୍ରମଣ କରି ତହିଁ ବିଷୟରେ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ, ତା'ପରେ ମୁଁ ଶୀଲୋର ପରମେଶ୍ୱରଙ୍କ ସମ୍ମୁଖରେ ଗୁଲିବାଣ୍ଟ ପକାଇ ବାଣ୍ଟି ଦେବି।” Viz kapitola |