ଯିହୋଶୂୟ 19:50 - ଓଡିଆ ବାଇବେଲ50 ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ ପର୍ବତମୟ ଦେଶରେ ତିମ୍ନାତ୍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)50 ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ ପର୍ବତମୟ ଦେଶରେ ତିମ୍ନାତ୍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ-ପର୍ବତମୟ ଦେଶରେ ତିମ୍ନାତ୍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ। Viz kapitolaପବିତ୍ର ବାଇବଲ50 ସଦାପ୍ରଭୁ ନିର୍ଦ୍ଦେଶ ଦେଇଥିଲେ, ଏହିସବୁ ଭୂମି ଦେବା ପାଇଁ। ତେଣୁ ସେମାନେ ଯିହୋଶୂୟଙ୍କୁ ଏହିସବୁ ନଗର ଦେଇଥିଲେ। ଇଫ୍ରୟିମ ପର୍ବତମୟ ଦେଶରେ ତିମତ୍-ସେରହ। ତେଣୁ ସେ ସେଠାରେ ନଗର ଗଠନ କରି ବାସ କଲେ। Viz kapitola |