ଯିହୋଶୂୟ 19:9 - ଓଡିଆ ବାଇବେଲ9 ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ। Viz kapitolaପବିତ୍ର ବାଇବଲ9 ଶିମିୟୋନ ସନ୍ତାନଗଣର ଏହି ଅଧିକାର ଯିହୁଦା ସନ୍ତାନଗଣର ଏକ ଅଂଶ ଥିଲା। କାରଣ ଯିହୁଦା ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା। ଏଥିପାଇଁ ଶିମିୟୋନ ସନ୍ତାନଗଣ ସେମାନଙ୍କର ଅଧିକାର ମଧ୍ୟରେ ଅଧିକାର ପାଇଲେ। Viz kapitola |