ଯିହୋଶୂୟ 2:9 - ଓଡିଆ ବାଇବେଲ9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ତ୍ରାସ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। Viz kapitolaପବିତ୍ର ବାଇବଲ9 “ମୁଁ ଜାଣେ, ସଦାପ୍ରଭୁ ଏହି ଦେଶକୁ ତୁମ୍ଭ ଲୋକମାନଙ୍କୁ ଦେଇଛନ୍ତି ଏବଂ ତୁମ୍ଭେମାନେ ଆମ୍ଭଙ୍କୁ ଭୟ ଜନ୍ମାଉଅଛ, ଏହି ସକାଶେ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି। Viz kapitola |