ଯିହୋଶୂୟ 21:43 - ଓଡିଆ ବାଇବେଲ43 ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ। Viz kapitolaପବିତ୍ର ବାଇବଲ43 ଏହିପରି ଭାବରେ ସଦାପ୍ରଭୁ ଯେଉଁ ପ୍ରତିଜ୍ଞା କରିଥିଲେ ଇସ୍ରାଏଲୀୟବାସୀଙ୍କ ସମ୍ମୁଖରେ ତାକୁ ପୁରଣ କଲେ। ସେ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଥିବା ଜାଗା ସେମାନଙ୍କୁ ଦେଲେ। ଲୋକମାନେ ସେ ଜମିକୁ ନିଜ ଅଧିକାରକୁ ନେଲେ ଓ ସେଠାରେ ବାସ କଲେ। Viz kapitola |