Online Bible

- Reklamy -




ଯିହୋଶୂୟ 22:14 - ଓଡିଆ ବାଇବେଲ

14 ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

14 ସେମାନେ ଦଶ ଜଣ ପ୍ରତିନିଧିକୁ ପଠାଇଲେ, ପ୍ରତ୍ୟେକ ପରିବାରବର୍ଗକୁ ଜଣେ ଶିୟୋଲ ଗିଲିୟଦଠାରେ ଉପସ୍ଥିତ ହେଲେ। ସେମାନେ ନିଜ ନିଜ ପରିବାରବର୍ଗର ମୂଖ୍ୟ ଥିଲେ।

Viz kapitola kopírovat




ଯିହୋଶୂୟ 22:14

Následuj nás:

Reklamy


Reklamy