ଯିହୋଶୂୟ 22:16 - ଓଡିଆ ବାଇବେଲ16 “ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, “ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କ’ଣ ? Viz kapitolaପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁଙ୍କ ସମଗ୍ର ମଣ୍ତଳୀ ଏରୂପ କହନ୍ତି, ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ଵରଙ୍କ ନିକଟରେ ଏହି ଯେ ସତ୍ୟ ଲଘଂନ କରିଅଛ, ଏ କଅଣ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, ‘ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କʼଣ? Viz kapitolaପବିତ୍ର ବାଇବଲ16 “ଇସ୍ରାଏଲ ବଂଶଗଣ ତୁମ୍ଭମାନଙ୍କୁ ପଗ୍ଭରୁଅଛି, କାହିଁକି ତୁମ୍ଭେମାନେ ଇସ୍ରାଏଲର ସଦାପ୍ରଭୁଙ୍କ ବିରୁଦ୍ଧରେ ଏପରି କାର୍ଯ୍ୟ କଲ? ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କଲ? କାହିଁକି ତୁମ୍ଭମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କଲ? ଏହା କ’ଣ ସଦାପ୍ରଭୁଙ୍କ ନୀତି ବାହାରେ ନୁହେଁ? ଏହା ତୁମ୍ଭେମାନେ ଠିକ୍ ରୂପେ ଜାଣ। Viz kapitola |