ଯିହୋଶୂୟ 22:7 - ଓଡିଆ ବାଇବେଲ7 ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)7 ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ଵୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ7 ମୋଶା ମନଃଶିର ଅର୍ଦ୍ଧବଂଶକୁ ବାଶନରେ ଅଧିକାର ଦେଇଥିଲେ। ମାତ୍ର ଅନ୍ୟ ଅର୍ଦ୍ଧବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ଅଧିକାର ଦେଲେ। ଆହୁରି ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ। Viz kapitola |