ଯିହୋଶୂୟ 23:14 - ଓଡିଆ ବାଇବେଲ14 ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ। Viz kapitolaପବିତ୍ର ବାଇବଲ14 “ମୋର ମୃତ୍ୟୁ ସମୟ ନିକଟ ହେଲାଣି। ତୁମ୍ଭେମାନେ ଜାଣ ଏବଂ ଭଲ ଭାବରେ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ କିପରି ସହାୟତା ଦେଇଛନ୍ତି। ଏବଂ ତୁମ୍ଭ ପାଇଁ କ’ଣ କରିଛନ୍ତି। ସେ ଯାହା କହିଛନ୍ତି ସେ ତାହା ଦେଇଛନ୍ତି। ସଦାପ୍ରଭୁ ତାଙ୍କର ସବୁ ଉତ୍ତମ ପ୍ରତିଜ୍ଞା ପୂରଣ କରିଛନ୍ତି, ଯାହା ସେ ତୁମ୍ଭ ସହିତ ପ୍ରତିଜ୍ଞା କରିଥିଲେ। ଆମ୍ଭକୁ ସବୁ ଦେଇଛନ୍ତି ସେ ଯାହାସବୁ ଆମ୍ଭ ସହିତ ପ୍ରତିଜ୍ଞା କରିଛନ୍ତି। Viz kapitola |