ଯିହୋଶୂୟ 23:3 - ଓଡିଆ ବାଇବେଲ3 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି। Viz kapitolaପବିତ୍ର ବାଇବଲ3 ତୁମ୍ଭେମାନେ ଦେଖିଅଛ ସଦାପ୍ରଭୁ ଆମ୍ଭମାନଙ୍କ ଶତ୍ରୁମାନଙ୍କ ପାଇଁ ଯାହା ଯାହା କରିଛନ୍ତି। ସେ ଏପରି କରି ଆମ୍ଭକୁ ସାହାଯ୍ୟ କରିଥିଲେ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଯୁଦ୍ଧ କରିଥିଲେ। Viz kapitola |