ଯିହୋଶୂୟ 24:16 - ଓଡିଆ ବାଇବେଲ16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ। Viz kapitolaପବିତ୍ର ବାଇବଲ16 ଏହା ପରେ ସେହି ଲୋକମାନେ ଉତ୍ତର ଦେଲେ, “ଆମ୍ଭେମାନେ କେବେ ସଦାପ୍ରଭୁଙ୍କ ଅନୁସରଣରୁ ବିଚ୍ୟୁତ ହେବୁ ନାହିଁ। ଆମ୍ଭେମାନେ କଦାପି ଅନ୍ୟ ଦେବତାମାନଙ୍କୁ ପୂଜା କରିବୁ ନାହିଁ। Viz kapitola |