ଯିହୋଶୂୟ 24:29 - ଓଡିଆ ବାଇବେଲ29 ଏ ସକଳ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଏ ସକଳ ଘଟନା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏହିସବୁ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ। Viz kapitolaପବିତ୍ର ବାଇବଲ29 ଏହା ପରେ ନୂନର ପୁତ୍ର, ସଦାପ୍ରଭୁଙ୍କର ସେବକ ଯିହୋଶୂୟଙ୍କର ମୃତ୍ୟୁ ହେଲା। ତାଙ୍କୁ ସେତେବେଳେ 110 ବର୍ଷ ହୋଇଥିଲା। Viz kapitola |