Online Bible

- Reklamy -




ଯିହୋଶୂୟ 24:7 - ଓଡିଆ ବାଇବେଲ

7 ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସ୍ରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସ୍ରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ, ପ୍ରାନ୍ତରରେ ବାସ କଲ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।

Viz kapitola kopírovat

ପବିତ୍ର ବାଇବଲ

7 ତେଣୁ ଲୋକମାନେ ମୋତେ ପ୍ରାର୍ଥନା କଲେ, ‘ହେ ପ୍ରଭୁ, ଆମ୍ଭକୁ ସାହାଯ୍ୟ କର।’ ମୁଁ ମିଶରୀୟମାନଙ୍କ ପାଇଁ ବହୁ ଅସୁବିଧା କରାଇଲି। ଏବଂ ମିଶରୀୟମାନଙ୍କ ଉପରେ ସମୁଦ୍ରକୁ ଆଚ୍ଛନ୍ନ କରାଇଲି। ତୁମ୍ଭେମାନେ ଦେଖିଅଛ, ମୁଁ ମିଶରୀୟ ସୈନ୍ୟମାନଙ୍କୁ କି ଅବସ୍ଥା କରିଛି। ଏହା ପରେ ତୁମ୍ଭେମାନେ ସେହି ମରୁ ଅଞ୍ଚଳରେ ଦୀର୍ଘଦିନ ଧରି ବାସ କଲ।

Viz kapitola kopírovat




ଯିହୋଶୂୟ 24:7

Následuj nás:

Reklamy


Reklamy