ଯିହୋଶୂୟ 3:10 - ଓଡିଆ ବାଇବେଲ10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ଵର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତା; ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ଵାରା ଜାଣି ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ। Viz kapitolaପବିତ୍ର ବାଇବଲ10 ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ୱାରା ତୁମ୍ଭେମାନେ ଜାଣି ପାରିବ। ସେ କିଣାନୀୟ, ହିତ୍ତୀୟ, ହିବ୍ବୀୟ, ପିରିଷୀୟ, ଗିର୍ଗାଶୀୟ, ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ, ସେହି ଭୂମିରୁ ନିଶ୍ଚିତ ତଡ଼ି ଦେବେ। Viz kapitola |