ଯିହୋଶୂୟ 3:3 - ଓଡିଆ ବାଇବେଲ3 ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ। Viz kapitolaପବିତ୍ର ବାଇବଲ3 ନେତୃବର୍ଗଗଣ ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ, “ଯେତେବେଳେ ଲେବୀୟ ଯାଜକମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ନିୟମ-ସିନ୍ଦୁକକୁ ନେଇ ଯିବେ, ତୁମ୍ଭେମାନେ ସମସ୍ତେ ସେମାନଙ୍କୁ ଅନୁସରଣ କରିବା ଉଚିତ୍। Viz kapitola |