ଯିହୋଶୂୟ 4:3 - ଓଡିଆ ବାଇବେଲ3 ସେମାନଙ୍କୁ ଆଜ୍ଞା ଦେଇ କୁହ, ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାରଗୋଟି ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେମାନଙ୍କୁ ଆଜ୍ଞା ଦେଇ କୁହ, ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାର ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନଙ୍କୁ ଆଜ୍ଞା ଦେଇ କୁହ, ‘ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାରଗୋଟି ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।’” Viz kapitolaପବିତ୍ର ବାଇବଲ3 ଏହିପରି ଭାବେ ସେମାନଙ୍କୁ ଆଦେଶ ଦିଅ, ଯେଉଁଠାରେ ଯାଜକଗଣ ନଦୀ ମଝିରେ ଛିଡ଼ା ହୋଇଥିଲେ ବାରଟି ଶିଳାଖଣ୍ତ ସଂଗ୍ରହ କର। ତୁମ୍ଭ ସହିତ ସେହି ବାରଟି ଶିଳାଖଣ୍ଡକୁ ବହିନିଅ। ତୁମ୍ଭେ ଯେଉଁଠାରେ ରାତି କଟାଇବାକୁ ଯୋଜନା କରିଛ, ସେଗୁଡ଼ିକ ସେଠାରେ ରଖ।” Viz kapitola |