ଯିହୋଶୂୟ 5:10 - ଓଡିଆ ବାଇବେଲ10 ଇସ୍ରାଏଲ ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଇସ୍ରାଏଲ-ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଇସ୍ରାଏଲ-ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ। Viz kapitolaପବିତ୍ର ବାଇବଲ10 ଇସ୍ରାଏଲ ଲୋକମାନେ ନିସ୍ତାରପର୍ବ ପାଳନ କଲେ, ଯେତେବେଳେ ସେମାନେ ଯିରୀହୋ ସମତଳ ଅଞ୍ଚଳ ନିକଟରେ ଛାଉଣି ସ୍ଥାପନ କଲେ। ତାହା ଥିଲା ସେହି ମାସ ଚଉଦ ତାରିଖ ସନ୍ଧ୍ୟା। Viz kapitola |