ଯିହୋଶୂୟ 5:9 - ଓଡିଆ ବାଇବେଲ9 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ; ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍ଗଲ୍ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ; ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍ଗଲ୍ (ଘୁଞ୍ଚିବାର) ରହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍ଗଲ୍ ରହିଲା। Viz kapitolaପବିତ୍ର ବାଇବଲ9 ସେହି ସମୟରେ, ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେମାନେ ମିଶରର ଦାସ ଥିଲ, ଏବଂ ଏହା ତୁମ୍ଭକୁ ଲଜ୍ଜା ଦେଉଥିଲା। କିନ୍ତୁ ଆଜି ମୁଁ ଲଜ୍ଜାକୁ ନିବାରଣ କରିଅଛି।” ତେଣୁ ଯିହୋଶୂୟ ସେ ସ୍ଥାନର ନାମ ଦେଲେ, ଗିଲ୍ଗଲ୍, ଏବଂ ସେହି ଗିଲ୍ଗଲ୍ ନାମ ଆଜି ମଧ୍ୟ ପ୍ରଚଳିତ ଅଛି। Viz kapitola |