ଯିହୋଶୂୟ 6:18 - ଓଡିଆ ବାଇବେଲ18 ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସି-ମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକି ବର୍ଜିତ କରିବ ଓ ତାକୁ ଦୁଃଖ ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ। Viz kapitolaପବିତ୍ର ବାଇବଲ18 ତୁମ୍ଭେମାନେ ସେହି ଦ୍ରବ୍ୟରୁ କିଛି ନ ଦେବା ପାଇଁ ସାବଧାନ ହେବା ଉଚିତ୍, ଯାହାକି ନଷ୍ଟ କରାଯିବ। ଯଦି ତୁମ୍ଭେମାନେ ସେହି ଦ୍ରବ୍ୟଗୁଡ଼ିକୁ ଇସ୍ରାଏଲର ଛାଉଣି ଭିତରକୁ ନିଅ, ତେବେ ତୁମ୍ଭେମାନେ ଆପଣା ଉପରକୁ ବିପଦ ଆଣିବ ଏବଂ ତୁମ୍ଭେମାନେ ଇସ୍ରାଏଲ ଛାଉଣି ଧ୍ୱଂସ କରିବାର କାରଣ ହେବ। Viz kapitola |