Online Bible

- Reklamy -




ଯିହୋଶୂୟ 6:21 - ଓଡିଆ ବାଇବେଲ

21 ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ଼୍‍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।

Viz kapitola kopírovat

ପବିତ୍ର ବାଇବଲ

21 ଲୋକମାନେ ସହରରେ ଧ୍ୱଂସର ଲୀଳା ଚଲାଇଲେ। ସେମାନେ ସେଠାରେ ଥିବା ସମସ୍ତ ଜୀବିତ ବସ୍ତୁକୁ ଧ୍ୱଂସ କଲେ। ସେମାନେ ଯୁବକମାନଙ୍କୁ ହତ୍ୟା କଲେ। ବୃଦ୍ଧ ଲୋକମାନଙ୍କୁ, ସ୍ତ୍ରୀଲୋକମାନଙ୍କୁ, ବୃଦ୍ଧା ସ୍ତ୍ରୀଲୋକମାନଙ୍କୁ, ପଶୁ, ମେଷ ଏବଂ ଗଧମାନଙ୍କୁ ହତ୍ୟା କଲେ।

Viz kapitola kopírovat




ଯିହୋଶୂୟ 6:21

Následuj nás:

Reklamy


Reklamy