ଯିହୋଶୂୟ 6:22 - ଓଡିଆ ବାଇବେଲ22 ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକି ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।” Viz kapitolaପବିତ୍ର ବାଇବଲ22 ଯିହୋଶୂୟ ଦୁଇ ଜଣ ଗୁପ୍ତଚରଙ୍କୁ ଡାକି କହିଲେ, “ତୁମ୍ଭେ ସେ ବେଶ୍ୟା ଗୃହକୁ ଯାଅ ଓ ତାକୁ ବାହାରକୁ ଆଣ ଏବଂ ତାହା ସହିତ ଥିବା ସମସ୍ତ ଲୋକଙ୍କୁ ମଧ୍ୟ ବାହାରକୁ ଆଣ। ଏହିପରି କର କାରଣ ତୁମ୍ଭେ ସେମାନଙ୍କ ସହିତ ଏହିପରି ପ୍ରତିଜ୍ଞା କରିଅଛ।” Viz kapitola |