ଯିହୋଶୂୟ 7:6 - ଓଡିଆ ବାଇବେଲ6 ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ। Viz kapitolaପବିତ୍ର ବାଇବଲ6 ଯେତେବେଳେ ଯିହୋଶୂୟ ଏହା ଶୁଣିଲେ। ସେ ତାଙ୍କର ଦୁଃଖ ଜଣାଇବା ପାଇଁ, ତାଙ୍କର ବସ୍ତ୍ରକୁ ଚିରି ଦେଲେ। ସେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନିକଟରେ ମଥାମାଡ଼ି ଭୂମିରେ ପଡ଼ି ରହିଲେ। ଯିହୋଶୂୟ ଇସ୍ରାଏଲର ନେତୃବର୍ଗଙ୍କ ସହିତ ସେଠାରେ ରହିଲେ, ଯେଉଁମାନେ ସନ୍ଧ୍ୟା ପର୍ଯ୍ୟନ୍ତ ଦୁଃଖ ଜଣାଇ ସେମାନଙ୍କର ମସ୍ତକରେ ଧୂଳି ଫିଙ୍ଗିଲେ। Viz kapitola |