Online Bible

- Reklamy -




ଯିହୋଶୂୟ 8:20 - ଓଡିଆ ବାଇବେଲ

20 ଏ ଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏ ଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ।

Viz kapitola kopírovat

ପବିତ୍ର ବାଇବଲ

20 ଅୟର ଲୋକମାନେ ପଛକୁ ବୁଲି ଦେଖିଲେ, ସେମାନଙ୍କର ନଗର ନିଆଁରେ ଜଳୁଅଛି। ସେମାନେ ଦେଖିଲେ ଧୂଆଁ ଧାର ଆକାଶକୁ ଛୁଉଁଛି, ତେଣୁ ସେମାନେ ସେମାନଙ୍କର ଶକ୍ତି ଓ ସାହସ ହରାଇଲେ। ସେମାନେ ଆଉ ଇସ୍ରାଏଲ ସୈନ୍ୟମାନଙ୍କ ପଛରେ ଗୋଡ଼ାଇଲେ ନାହିଁ। ମରୁଭୂମି ଆଡ଼କୁ ଦୌଡ଼ୁଥିବା ଇସ୍ରାଏଲର ସୈନ୍ୟମାନେ ମଧ୍ୟ ଆଉ ଆଗେଇଲେ ନାହିଁ। ସେମାନେ ବୁଲି ପଡ଼ିଲେ ଓ ଅୟର ସୈନ୍ୟମାନଙ୍କୁ ଗୋଡ଼ାଇଲେ। ଅୟର ସୈନ୍ୟମାନଙ୍କ ପାଇଁ ଦୌଡ଼ି ପଳାଇବାକୁ ଆଉ ନିରାପଦ ସ୍ଥାନ ନ ଥିଲା।

Viz kapitola kopírovat




ଯିହୋଶୂୟ 8:20

Následuj nás:

Reklamy


Reklamy